ଭଦ୍ରକ ଏନଏଚ୍ ୧୬ ନଳାଙ୍ଗ ସାଇ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି।
ସ୍କର୍ପିଓ ଡ୍ରାଇଭର ସହ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।୪ ଜଣ ଗୁରୁତର ଅଛନ୍ତି। ସ୍କର୍ପିଓଟି ପଶ୍ଚିମବଙ୍ଗରୁ ପୁରୀ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।
Credible Local News of Odisha