ରାସ୍ତାରେ ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରାମାଡ଼

କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ରୁପ୍ରା ରାସ୍ତାରେ ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରାମାଡ଼ ହୋଇଛି।

ଯୁବକଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅଭିଯୁକ୍ତକୁ ଅଟକ ରଖିଛି ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes