ରାସ୍ତା କଡ଼ରେ ଥିବା ଜେସିବିକୁ ଧକ୍କା ଦେଲା ବସ୍; ୧୨ ଆହତ

କେନ୍ଦ୍ରାପଡ଼ା ଜିଲ୍ଲା ଗଣ୍ଡାକିଆ ରାସ୍ତାର ଓସ୍ତପୁର ପେଟ୍ରୋଲ ପମ୍ପ ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି।

୧୨ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes