ରାସ୍ତା ଦୁର୍ଘଟଣା ଦୁଇ ଆହତ

କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ବାରହାଟିପୁରା ପଂଚାୟତ ଅନ୍ତର୍ଗତ ଦେହୁରୀ ପଡା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି।

ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗ ଉଦ୍ଧାର କାରୀ ଦଳ ପହଞ୍ଚି ସେମାନଙ୍କୁ ଡାକ୍ତରଖାନା ପଠାଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version