ରୁଚିକାଙ୍କୁ ନ୍ୟାୟ ଦାବିରେ ଛାତ୍ର ସଂଗଠନର ଧାରଣା

ବିଜେବି କଲେଜ ହଷ୍ଟେଲରେ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ନ୍ୟାୟ ଦାବି କରି ଆଜି ସନ୍ଧ୍ୟାରେ ନବ ନିର୍ମାଣ ଛାତ୍ର ସଂଗଠନର ସଦସ୍ୟ ମାନେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି l ସେମାନଙ୍କ ସହ ରୁଚିକାଙ୍କ ପିତାମାତା ମଧ୍ୟ ସାମିଲ ହୋଇ ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes