ବାଲେଶ୍ଵର ଜିଲ୍ଲା ରେମୁଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରୁଦ୍ରଗୋପାଳପୁର ଠାରେ ନୂତନ ଅଙ୍ଗନବାଡ଼ି କେନ୍ଦ୍ର ନିର୍ମାଣ ନେଇ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଏହି ଅବସରରେ ବହୁ ନେତୃବୃନ୍ଦ ଓ ଗ୍ରାମବାସୀ ଉପସ୍ଥିତ ରହିଥିଲେ।
Credible Local News of Odisha