ରେଲୱେ ପକ୍ଷରୁ ୫ ଲକ୍ଷ ଅନୁକମ୍ପା

କୋରେଇ ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ୫ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ଗୁରୁତର ଆହତଙ୍କୁ ୧ ଲକ୍ଷ, ସାମାନ୍ୟ ଆହତଙ୍କୁ ୨୫ ହଜାର ମିଳିବ ବୋଲି ରେଳ ମନ୍ତ୍ରୀ କହିଛନ୍ତି। ପୂର୍ବରୁ ଓଡ଼ିଶା ସରକାର ମୃତକଙ୍କ ପରିବାର ପାଇଁ ୨ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes