ରୋଜଗାର ମେଳାର ପଞ୍ଚମ ପର୍ଯ୍ୟାୟରେ ୪୭୩ ଜଣଙ୍କୁ ନିଯୁକ୍ତି ପତ୍ର

ଭୁବନେଶ୍ବର ରେଳ ଅଡିଟୋରିୟମରେ ରୋଜଗାର ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes