ଲକ୍ଷ୍ମୀ ନାରାୟଣ ଉଚ୍ଚ ବିଦ୍ୟାଳୟ 5ଟି ବିଦ୍ୟାଳୟ ରୂପାନ୍ତକରଣରେ ପାଇଲା ସ୍ଥାନ

ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ନୂଆଗଡ ଗ୍ରାମର ଲକ୍ଷ୍ମୀ ନାରାୟଣ ଉଚ୍ଚ ବିଦ୍ୟାଳୟ 5T ବିଦ୍ୟାଳୟ ରୂପାନ୍ତକରଣରେ ସ୍ଥାନ ପାଇଛି।

ଏ ନେଇ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ ସହ ଗ୍ରାମ ବାସିନ୍ଦା ଖୁସି ପ୍ରକାଶ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes