ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢିବ ବର୍ଷା

ଲଘୁଚାପ ପ୍ରଭାବରେ ଆଜିଠୁ ୨ ଦିନ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୧୧ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes