ଲଛିପୁରରେ ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର

ସୋନପୁର ସଦରବ୍ଲକ ଅନ୍ତର୍ଗତ ଲଛିପୁର ରେ ଜଗନ୍ନାଥ ଙ୍କ ରଥଯାତ୍ରା ପାଇଁ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି।

ରଂଜିତ୍ ରଣାଙ୍କ ନେତୃତ୍ଵରେ ରଥ ନିର୍ମାଣ କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes