ଲଳିତ ମୋହନ ବେହେରା ଅନୁଗୋଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ

ଆଠମଲ୍ଲିକ ଉପଜିଲ୍ଲାପାଳ ଲଳିତ ମୋହନ ବେହେରାଙ୍କୁ ଅନୁଗୋଳ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି । 

ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ)ର ବରିଷ୍ଠ ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes