ଲଷ୍ମୀସାଗରରେ ଜନ ଔଷଧି କେନ୍ଦ୍ର ଉଦଘାଟିତ

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଦ୍ୱାରା ଆଜି ଲଷ୍ମୀସାଗର ଜଗନ୍ନାଥ ନଗର ଠାରେ ପ୍ରଧାନମନ୍ତ୍ରୀ ଜନ ଔଷଧି କେନ୍ଦ୍ର ଉଦଘାଟିତ ହୋଇଯାଇଛି ।

ଏହି ଅବସରରେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ, ବିଭାଗୀୟ କର୍ତ୍ତୃପକ୍ଷ, ହିତାଧିକାରୀ ଏବଂ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes