ବୌଦ୍ଧ ଜିଲ୍ଲା ଜହ୍ନପଙ୍କ ଫାଣ୍ଡି ଅଧିକାରୀ ମଦନ ମୋହନ ପ୍ରଧାନ ୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଗିରଫ କରିଛି ଭିଜିଲାନ୍ସ।
ପୂର୍ବ ମାମଲାକୁ ରଫାଦଫା କରିବା ପାଇଁ ବ୍ୟବସାୟୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ଫାଣ୍ଡି ଅଧିକାରୀ।
Credible Local News of Odisha