ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଜୀବନାନନ୍ଦ ଶତପଥୀ ଆଜି ଏରିଅର ବିଲ କରାଇବାକୁ ଜଣେ ପ୍ରଧାନଶିକ୍ଷକଙ୍କ ଠାରୁ 10 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି l
Credible Local News of Odisha