ଲାଞ୍ଚ ନେଇ ଧରାପଡ଼ିଲେ ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ ଅଫିସ୍‌ରେ ୬୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଧରିଛି।

ଭିଜିଲାନ୍ସ ଶ୍ୟାମ ସୁନ୍ଦରଙ୍କ ଅଫିସ୍ ଓ ସରକାରୀ ବାସଭବନରେ ଚଢ଼ାଉ କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes