ଲାଞ୍ଚ ନେଇ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ

ଗଞ୍ଜାମ ବ୍ଲକ ସହକାରୀ ଯନ୍ତ୍ରୀ ବଂଶୀଧର ପରିଡା ଆଜି ଜଣେ ବ୍ୟକ୍ତିଙ୍କ ଠାରୁ 4 ହଜାର ଟଙ୍କା ଲାଞ୍ଚ ନେଇ ଲୁଚାଇଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes