ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ April 22, 2024 by Odisha ବରଗଡ଼ କୁସନପୁରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ ଏସ୍ଏଚ୍ଜି ଫାଇଲ୍ ରିଲିଜ୍ ପାଇଁ ୧୪ ହଜାର ଲାଞ୍ଚ ନେଉଥିଲେ।