ଲାଞ୍ଚ ମାମଲାରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଜେଲ

ତିନି ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ମାମଲାର ସମ୍ମୁଖୀନ ହୋଇଥିବା ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଆଜି କେନ୍ଦୁଝର ଭିଜିଲାନ୍ସ କୋର୍ଟ ଚାରି ବର୍ଷ ଜେଲ ଦଣ୍ଡାଦେଶ ଦେଇଥିବା ବରିଷ୍ଠ ଆଇନଜୀବୀ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes