ଲାତୁରପେଟରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ ଲାତୁରପେଟ ଖେଳ ପଡ଼ିଆରେ ଆଜି ଅଷ୍ଟମ ପନ୍ଥେଇ ବୁଢି ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes