ଲିଙ୍ଗ ନିରୂପଣ ନିଷେଧ ଆଇନ ନେଇ ଜିଲ୍ଲାସ୍ତରୀୟ ଉପଦେଷ୍ଟା କମିଟି ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଲିଙ୍ଗ ନିରୂପଣ ନିଷେଧ ଆଇନ-୧୯୯୪ କାର୍ଯ୍ୟକାରିତା ନେଇ ଜିଲ୍ଲାସ୍ତରୀୟ ଉପଦେଷ୍ଟା କମିଟି ବୈଠକ ଅତିରିକ୍ତ ଜିଲ୍ଲାପାଳ ନିଶି ପୁନମ ମିଞ୍ଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାରେ ଚାଲୁ ରହିଥିବା ବିଭିନ୍ନ ଅଲଟ୍ରା ସାଉଣ୍ଡ କ୍ଲିନିକ ଗୁଡିକର କାର୍ଯ୍ୟକାରିତା ଓ ପରିଚାଳନାକୁ ବ୍ୟବସ୍ଥିତ କରିବା ନିମନ୍ତେ ବିଭିନ୍ନ ସମୟରେ ଉଚ୍ଚସ୍ତରୀୟ କମିଟିର ପ୍ରତିନିଧି ମଣ୍ଡଳୀ କେନ୍ଦ୍ର ଗୁଡିକୁ ଅଚାନକ ପରିଦର୍ଶନ ତଥା ଯାଞ୍ଚ କରିବାକୁ ମତପ୍ରକାଶ ପାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes