ଲୋକସଭା ବାଚସ୍ପତିଙ୍କୁ ଭେଟିଲେ ଓଡିଶା ବିଧାନସଭା ବାଚସ୍ପତି

ଓଡିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖ ଆଜି ଦିଲ୍ଲୀରେ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି l
ଏହି ଅବସରରେ ଶ୍ରୀ ବିର୍ଲାଙ୍କୁ ଶ୍ରୀ ଆରୁଖ ଉପଢୌକନ ଓ ଜଗନ୍ନାଥଙ୍କ ପ୍ରତିକୃତି ପ୍ରଦାନ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes