ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱରେ ସଞ୍ଜୟ ସିଂ

ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବାଣିଜିକ ଟିକସ ଓ ଜିଏସଟି କମିଶନର ଦାୟିତ୍ୱରେ ଥିବା ସଞ୍ଜୟ ସିଂଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିବା ଆଜି ଏକ ବିଜ୍ଞପ୍ତିରେ କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes