ଶଗଡ଼କୁ ଧକ୍କା ଦେଇ ଓଲଟି ପଡ଼ିଲା ଟ୍ରକ୍; ୨ଟି ବଳଦଙ୍କ ସହ ଦମ୍ପତିଙ୍କର ମୃତ୍ୟୁ

ଦେବଗଡ଼ ଜିଲ୍ଲା ତିଲେଇବଣି ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି।

ମୃତକମାନେ ହେଲେ ଅସୁରଖୋଲ ଗାଁର ଶରତ ସାହୁ  ଓ ତାଙ୍କ ସ୍ତ୍ରୀ ବିଶାଖା ସାହୁ। ଦୁର୍ଘଟଣା ଘଟାଇଥିବା ଡ୍ରାଇଭର ଗାଡ଼ି ଛାଡ଼ି ସେଠାରୁ ପଳାଇ ଯାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଦାବିରେ ସ୍ଥାନୀୟ ଲୋକେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes