ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୁରୀ ଜିଲ୍ଲାପାଳ

ପୁରୀ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ଆଜି ସନ୍ଧ୍ୟାରେ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବାବଦରେ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରିଛନ୍ତି l

ଏହା ପୂର୍ବରୁ ଆଜି ଶଙ୍କରାଚାର୍ଯ୍ୟ ଗଣମାଧ୍ୟମକୁ ବିବୃତି ଦେଇ ପ୍ରକଳ୍ପ ଆରମ୍ଭ ହେବା ପୂର୍ବରୁ ପ୍ରଶାସନ ତାଙ୍କ ସହ ଆଲୋଚନା କରିନ ଥିବାରୁ କ୍ଷୋଭ ପ୍ରକାଶ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes