ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ସୁବ୍ରମଣ୍ୟମ୍

ପୁରୀ ଗୋବର୍ଦ୍ଧନ ପୀଠରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ତଥା ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ସୁବ୍ରମଣ୍ୟମ୍ ସ୍ବାମୀ।

ସେ ବିଭିନ୍ନ ଧାର୍ମିକ ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes