ଶତ ପ୍ରତିଶତ ଦର୍ଶକଙ୍କ ଉପସ୍ଥିତିରେ କଟକରେ ହେବ ଟି-୨୦

ପୂର୍ଣ୍ଣ ଦର୍ଶକୀୟ କ୍ଷମତାରେ କଟକ ବାରବାଟୀରେ ଭାରତ-ଦକ୍ଷିଣଆଫ୍ରିକା ଟି-ଟ୍ବେଣ୍ଟି ମ୍ୟାଚ୍ ଖେଳାଯିବ।

ଏ ନେଇ ଅନୁମତି ଦେଇଛି ବିସିସିଆଇ। ଜୁନ୍ ୧୨ରେ ବାରବାଟୀରେ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes