ଶନି ଦେବଙ୍କ ନବନିର୍ମିତ ମନ୍ଦିର ପ୍ରତିଷ୍ଠା

ଆଜି ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକର ନୁଆଁପଡା ଠାରେ ଗ୍ରାମବାସୀଙ୍କ ସହଯୋଗରେ ନୂତନ ଭାବେ ନିର୍ମିତ ଶନି ଦେବଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ ହୋଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes