ଶିକାରୀ ଗୁଳିରେ ୨ ବନ କର୍ମଚାରୀ ଗୁରୁତର, ୧ ଆହତ

ବାଲେଶ୍ଵର ଜିଲ୍ଲା ପଞ୍ଚଲିଙ୍ଗେଶ୍ବର ବିଟ୍‌ ଅଞ୍ଚଳରେ ଏହି ଘଟଣା ଘଟିଛି।

ବିଳମ୍ବିତ ରାତିରେ ପାଟ୍ରୋଲିଂ ବେଳେ ଗୁଳିମାଡ଼ କଲେ ଶିକାରୀ। ଘଟଣାରେ ୨ ଶିକାରୀଙ୍କୁ ଗିରଫ କରିଛି କୁଳଡିହା ବନ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes