ଶିକ୍ଷକଙ୍କ ଗଳାକଟା ଅବସ୍ଥାରେ ମୃତଦେହ ଠାବ

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଖର୍ଲା ପୋଲ ନିକଟରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଛି ମୃତଦେହ।

ମୃତକ ମନ୍ତ୍ରୀମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes