ଶିକ୍ଷକ ନିଯୁକ୍ତି ପାଇଁ ସ୍କୁଲରେ ତାଲା ପକାଇଲେ ଅଭିଭାବକ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଲି ୫-ଟି ଅନ୍ତର୍ଭୁକ୍ତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପାଇଁ ଆଜି ଅଭିଭାବକମାନେ ସ୍କୁଲରେ ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି।

ଏନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes