ଶିକ୍ଷକ ବଦଳି ପ୍ରତିବାଦରେ ଛାତ୍ର ଛାତ୍ରଛାତ୍ରୀଙ୍କ ଧାରଣା

ଅନୁଗୁଳ‌ ସଦର ଥାନା ବାରସିଂହା ପ୍ରକଳ୍ପ ଉ.ପ୍ରା ବିଦ୍ୟାଳୟରେ ଆଜି ଗଣିତ ଶିକ୍ଷକ ବଦଳି ପ୍ରତିବାଦରେ ଛାତ୍ରଛାତ୍ରୀ ଓ‌ ଅଭିଭାବକମାନେ ଫାଟକ ସମ୍ମୁଖରେ ତାଲା ପକାଇ ଧାରଣାରେ ବସିଥିବା ଦୃଶ୍ୟ ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes