ଶିକ୍ଷକ ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା କଣ୍ଟାମାଳ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ସଂଘର ସଭାପତି ନିଳାଞ୍ଚଳ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଯୁଗ୍ମ ସଂପାଦକ ରଞ୍ଜୁ ଅମାତ ସଭାର ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସହ ସଂଗଠନ କିପରି ତୃଣମୂଳ ସ୍ତରରୁ ମଜବୁତ କରିହେବ ଓ ଶିକ୍ଷକ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା।

ଏଥିରେ ବ୍ଳକ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes