ଶିକ୍ଷାନୁଷ୍ଠାନରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ ନେଇ ଦାବୀପତ୍ର

ଅନୁଗୁଳ ଜିଲ୍ଲା ତାଳଚେରର ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡିକରେ ଅସାମାଜିକ ନିଶାସକ୍ତ ଯୁବକଙ୍କର ବିଶୃଙ୍ଖଳିତ ଦୌରାତ୍ମ୍ୟ  ଦେଖିବାକୁ ମିଳୁଥିବା ଫଳରେ ସ୍ଥାନୀୟ ଅଞ୍ଚଳରେ ଥିବା ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଶିକ୍ଷାଦାନ ପ୍ରକ୍ରିୟା ବାଧାପ୍ରାପ୍ତ ହେଉଛି।

ଏଭଳି ଘଟଣା ପ୍ରତି ଦୃଷ୍ଟି ଦେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes