ବୌଦ୍ଧ ଜିଲ୍ଲା ତାଳସରଡା ପଞ୍ଚାୟତ ଅନ୍ତର୍ଗତ ମାନେଶ୍ୱର ଶୈବପୀଠ ଠାରେ ଆଜି କଣ୍ଟାମାଳ ବିଧାୟକ ମହିଧର ରଣାଙ୍କ ଉପସ୍ଥିତିରେ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ଗ୍ରାମବାସୀ ଉପସ୍ଥିତ ରହିଥିଲେ।
Credible Local News of Odisha