ଶିମିଳିଗୁଡାରେ ରାତ୍ରି ତାପମାତ୍ରା ୬.୪ ଡିଗ୍ରୀ ରେକର୍ଡ

କୋରାପୁଟ ଜିଲ୍ଲାର ଶିମିଳିଗୁଡା ଠାରେ ଚଳିତ ମାସର ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ୬.୪ ଡିଗ୍ରୀ ରେକର୍ଡ ହୋଇଛି।

ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes