ଶିଳ୍ପପତିଙ୍କ ଘରେ ସିବିଆଇ ରେଡ୍ ଘଟଣା; ୩ ଗିରଫ

ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ ଘଟଣାରେ ଜଣେ ବରିଷ୍ଠ ଅଧିକାରୀଙ୍କ ସହ ୩ ଜଣଙ୍କୁ ଗିରଫ କରିଛି ସିବିଆଇ।

ଗିରଫ ମାନଙ୍କ ମଧ୍ୟରେ ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତଙ୍କ ସହ ଆଉ ଜଣେ ଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes