ଶିଶୁ ଓ କିଶୋର ଶ୍ରମିକ ନିଯୁକ୍ତି ନିରାକରଣ ସଚେତନତା ସଭା ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗ ପକ୍ଷରୁ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଶିଶୁ ଓ କିଶୋର ଶ୍ରମିକ ନିଯୁକ୍ତି ନିରାକରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।

ମୁଖ୍ୟ ଅତିଥି ଭାବରେ ପ୍ରକଳ୍ପ ନିର୍ଦେଶକ ଡୋଳାମଣି ପଟେଲ, ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ମଧୂସୁଦନ ପଧାନ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୂଜ ଦାସ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୌରୀମଣୀ ହାସଦା, ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ରମେଶ ସ୍ୱାଇଁ, ଚାଇଲଡ଼ ଲାଇନ ନିର୍ଦ୍ଦେଶକ ଅନଙ୍ଗ ନେଗୀ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes