ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଶିଶୁ ବାଟିକା ବିଭାଗ ପକ୍ଷରୁ ଆଜି ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ପ୍ରଧାନ ଆଚାର୍ଯ୍ୟ ବଳରାମ ପୂଜାରୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଅବସରରେ ହୋମ, ଯଜ୍ଞ, ନାମ ସଂକୀର୍ତନ ଆଦି ଅନୁଷ୍ଠିତ ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes