ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ

ବୌଦ୍ଧ ଜିଲ୍ଲା ସଦର ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଆଜି ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ସବୁଜ ପତକା ଦେଖାଇ ଶୁଭାରମ୍ଭ କରିଥିଲେ।

ଏହି ରଥ ଜିଲ୍ଲାର ହରଭଙ୍ଗା, କଣ୍ଟାମାଳ ବ୍ଲକ ବିଭିନ୍ନ ଅଞ୍ଚଳରେ ପରିଦର୍ଶନ କରି ସଚେତନତା କରାଯିବାର କାର୍ଯ୍ୟକ୍ରମ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes