ଶିଶୁ ସୁରକ୍ଷା ବ୍ୟବସ୍ଥାର ସୁଦୃଢ଼ିକରଣ ପାଇଁ କର୍ମଶାଳା

ରାଜ୍ୟରେ ଶିଶୁ ମାନଙ୍କ ଅଧିକାରର ସୁରକ୍ଷା ନିମନ୍ତେ ସମସ୍ତ ବିଭାଗର ସମନ୍ୱିତ ପ୍ରୟାସ ଆବଶ୍ୟକ ବୋଲି ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନ ଓଡିଶା ରାଜ୍ୟ ଶିଶୁ ସୁରକ୍ଷା ସମିତିର ଏକ ଦିନିକିଆ କର୍ମଶାଳାରେ ମତ ପ୍ରକାଶ ପାଇଛି l

କର୍ମଶାଳାରେ ଶ୍ରମ ନିର୍ଦ୍ଦେଶକ ଡ. ଏନ ତିରୁମାଳା ନାୟକ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes