ଶ୍ବାସରୁଦ୍ଧରୁ ଆଜେକ୍ସଙ୍କ ମୃତ୍ୟୁ

ଜଣାଶୁଣା ଡିଜେ ଆଜେକ୍ସଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ଆଜେକ୍ସଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି।

ଶ୍ବାସରୁଦ୍ଧରୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଆଜେକ୍ସଙ୍କ ବେକରେ ଦାଗ ଥିବା ମଧ୍ୟ ଉଲ୍ଲେଖ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes