ଶ୍ରଦ୍ଧାପୁର ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଗଣଧାରଣା

ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୂର ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ଓ କାର୍ଯ୍ୟରତ ଫାର୍ମାସିଷ୍ଟଙ୍କ ମନମୁଖୀ କାର୍ଯ୍ୟକଳାପ ପ୍ରତିବାଦରେ ଶତାଧିକ ପଞ୍ଚାୟତବାସୀ ଶାନ୍ତିପୂର୍ଣ୍ଣ ଗଣଧାରଣା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes