ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦ୍ବାରଫିଟା ନୀତି ବିଳମ୍ବ ହେବାରୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ପୁରୀ ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।

ଭିଡ଼ ନିୟନ୍ତ୍ରଣ ପାଇଁ ଅତିରିକ୍ତ ୪ ପ୍ଲାଟୁନ ଫୋର୍ସ ମୁତୟନ ଅଛନ୍ତି। ଏସ୍‌ପି ନିଜେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes