ଶ୍ରୀମତୀ କମ୍ ନୁହନ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୁଳ ଜିଲ୍ଲା ପାଳଲହଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଠାରେ ଆଜି ଶ୍ରୀମତୀ କମ୍ ନୁହନ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ପାଲଲହଡ଼ା ଉପଜିଲ୍ଲାପାଳ ଓ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କମାର ଓ ପାଳଲହଡାର ବହୁ ମହିଳା ଦ୍ଵାରା ବିଭିନ୍ନ ପ୍ରତିଯୋଗିତା ହୋଇଥିଲା। ଏହା ତିନି ଦିନ ଧରି ଚାଲିବ ବୋଲି ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes