ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଦ୍ୱିତୀୟ ଭୋଗ ପରେ ପଇତା ଲାଗି ନୀତି ଯୋଗୁଁ ସଂଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes