ଶ୍ରୀମନ୍ଦିରରେ ବିଦେଶିନୀ ଭକ୍ତ ପ୍ରବେଶ କରିଥିବା ଅଭିଯୋଗ March 23, 2024 by Odisha ବାଇଶି ପାହାଚ ନିକଟରେ ୨ ବିଦେଶୀ ଭକ୍ତଙ୍କୁ ଅଟକାଇଲେ ସେବାୟତ। ଉଭୟଙ୍କୁ ସିଂହଦ୍ବାର ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି।