ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ମାର୍ଗଶିର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ଦତ୍ତମହାପାତ୍ର ସେବକଙ୍କ ଦ୍ବାରା ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକ ଶୃଙ୍ଗାର ହେବ।

ଅପରାହ୍ନ ୫ଟାରୁ ରାତ୍ରି ୯ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes