ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଭାଇରାଲ୍ ଘଟଣାରେ ସିଂହଦ୍ୱାର ଥାନାରେ ଏତଲା

ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନ ସିଂହାସନରେ ବିଜେ ଶ୍ରୀଜଗନ୍ନାଥଙ୍କ ଫଟୋ ଭାଇରାଲ୍ ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ଦିଆଯାଇଛି ଏତଲା।

ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଭି.ଏସ.ଚନ୍ଦ୍ର ଶେଖର ରାଓ ଏହି ଏତଲା ଦେଇଛନ୍ତି। ଆକାଶ ଚୌଧୁରୀ ନାମକ ଜଣେ ଯୁବକ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ଫଟୋ ପୋଷ୍ଟ କରିଥିଲେ। ଏହି ଫଟୋ ଜଗମୋହନ ଭିତରକାଠ ନିକଟରୁ ଦର୍ଶନ ସମୟର ଉଠାଯାଇଥିବା ଜଣାପଡ଼ିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes