ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଛି।

ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତ୍ରିବିକ୍ରମ ଯାଦବ, ଜିଲ୍ଲାପାଳ, ଏସ୍‌ପିଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି। ବୈଠକରେ ସ୍ନାନ ପୂର୍ଣ୍ଣିମା, ରଥଯାତ୍ରା ବ୍ୟବସ୍ଥାବଳୀକୁ ଅନୁମୋଦନ ମିଳିବାର ସମ୍ଭାବନା ଅଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes